ପ୍ରଧାନ ଶିକ୍ଷକ ବଦଳି ପ୍ରତିବାଦରେ ତାଲା ପକାଇଲେ ଗ୍ରାମବାସୀ

Aug 24, 2024 - 08:00
 0  9
ପ୍ରଧାନ ଶିକ୍ଷକ ବଦଳି ପ୍ରତିବାଦରେ ତାଲା ପକାଇଲେ ଗ୍ରାମବାସୀ

କଣ୍ଟାମାଳ: ଲୋକ ଆବଜ୍. ଇନ୍ ( ପୂର୍ଣ୍ଣ ଚରଣ ସାହୁ) :

କଣ୍ଟାମାଳ ବ୍ଲକ ଉମା ପଞ୍ଚାୟତ ଅନ୍ତର୍ଗତ ରେଘାମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅନ୍ୟତ୍ର ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ l ସୂଚନା ପ୍ରକାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉତ୍ତମ ବାଘଙ୍କୁ ନାରାୟଣପ୍ରସାଦ ବିଦ୍ୟାଳୟକୁ ବଦଳି କରାଯାଇଛି l ଫଳରେ ଉକ୍ତ ଶିକ୍ଷକଙ୍କ ବଦଳି ପ୍ରତ୍ୟାହାର ଦାବିରେ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇଛନ୍ତି l

What's Your Reaction?

like

dislike

love

funny

angry

sad

wow