ପ୍ରବାଦ ପୁରୁଷ ସ୍ବର୍ଗତଃ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ

Apr 17, 2025 - 17:11
 0  10

ବାଲିଗୁଡା :ଲୋକ ଆବାଜ. ଇନ(ପ୍ରମୋଦ କୁମାର ଦଣ୍ଡସେନା ଙ୍କ ରିପୋର୍ଟ)

ସାରା ଓଡିଶା ତଥା ଭାରତ ବର୍ଷରେ ପ୍ରବାଦ ପୁରୁଷ ତଥା ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ 28 ତମ ତିରୋଧାନ ଦିବସ ପାଳିତ ହେଉ ଥିବା ବେଳେ କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀ ର କ. ନୂଆଗାଁ ଠାରେ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ ହୋଇ ଯାଇଛି l ଏହି ଅବସରରେ ବାଲିଗୁଡା ବିଧାୟକ ଚକ୍ରମଣି କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତି କୁ ସଫା ସୁତରା କରି ପୁଷ୍ପମାଲ୍ୟ ଅର୍ପଣ କରି ବିଜୁ ବାବୁ ଙ୍କୁ ସ୍ମୃତି ଚାରଣ କରିଥିଲେ

What's Your Reaction?

like

dislike

love

funny

angry

sad

wow